ଶେଷ ହୋଇଛି ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍ଲା ଯା’ର ୧୧ତମ ସିଜନ୍। ଶନିବାର ଏହାର ଫିନାଲେରେ ବିହାର ଝିଅ ମନିଷା ରାନୀଙ୍କୁ ବିଜେତା ଘୋଷିତ କରାଯାଇଛି। ଚ୍ୟନେଲ ତରଫରୁ ମନିଷା ଏବଂ ତାଙ୍କ କୋରିଓଗ୍ରାଫରଙ୍କୁ ୩୦ ଲକ୍ଷ ଟଙ୍କାର ଚେକ୍ ଦିଆଯାଇଛି। ସେଥିରୁ କୋରିଓଗ୍ରାଫର ୫ ଲକ୍ଷ ପାଇବେ ବୋଲି ଜଣାପଡ଼ିଛି।ଶୋ’ରେ ଓ୍ବାଇଲ୍ଡ କାର୍ଡ ଭାବେ ଏଣ୍ଟ୍ରି ପାଇଥିବା ମନିଷା ନିଜର ନୃତ୍ୟଶୈଳୀରେ ସମସ୍ତଙ୍କୁ ହୃଦୟ ଜିତିଥିଲେ। ଫାଇନାଲରେ ମଧ୍ୟ ସେଭଳି କିଛି ଦୃଶ୍ୟ ଜଜ୍ମାନଙ୍କୁ ପ୍ରଭାବିତ କରିଥିଲା। ଶେଷରେ ସେ ଟ୍ରଫି ଜିତିବାରେ ସଫଳ ହୋଇଛନ୍ତି।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post
Next Post