ମାଲାୟାଲମ ଚଳଚ୍ଚିତ୍ର ‘୨୦୧୮’ ଓସ୍କାର ପାଇଁ ଭାରତର ଅଫିସିଆଲ ଏଣ୍ଟ୍ରି କରିଛି। ୨୦୧୮ ଶୀର୍ଷକ ଏହି ଚଳଚ୍ଚିତ୍ରଟି ହେଉଛି କେରଳ ବନ୍ୟା ବିଷୟରେ ଏକ ନାଟକ। ଜୁଡେ ଆନ୍ଥୋନୀ ଜୋସେଫଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଟୋଭିନୋ ଥୋମାସ, କୁଞ୍ଚାକୋ ବୋବାନ, ଆସିଫ ଅଲି, ଭିନେଥ ଶ୍ରୀନିବାସନ, ନାରାୟଣ ଏବଂ ଲାଲ ପ୍ରମୁଖ ଭୂମିକାରେ ଅଭିନୟ କରିଥିଲେ। ୨୦୧୮ ଚଳିତ ବର୍ଷ ମେ ମାସରେ ମୁକ୍ତିଲାଭ କରିଥିଲା ଏବଂ ଫିଲ୍ମ ସମୀକ୍ଷକଙ୍କଠାରୁ ଭଲ ପ୍ରତିକ୍ରିୟା ମଳିଥିଲା। ଏହା ମଧ୍ୟ ବକ୍ସ ଅଫିସରେ ହିଟ ହୋଇଥିଲା। ଏହା ସର୍ବକାଳୀନ ସର୍ବାଧିକ ଆୟ କରିଥିବା ମାଲାୟାଲମ ଚଳଚ୍ଚିତ୍ର ଏବଂ ଚଳିତ ବର୍ଷ ଭାରତୀୟ ସିନେମାର ସର୍ବାଧିକ ଆୟ କରିଥିବା ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post