ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇଥିବା ଓଲିଉଡ୍ ସିନେମା ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ । ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ଆଜି ଟୁଟୁ ନାୟକଙ୍କୁ ଜାମିନ ପ୍ରଦାନ କରିଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଦଳରେ ତାଙ୍କୁ କୋର୍ଟ ସର୍ତ୍ତ ମୂଳକ ଜାମିନ ଦେଇଛନ୍ତି । ଏଠାରେ ସୂଚାଇ ଦିଆଯାଇପାରେ କି ପ୍ରଥା ଫିଲ୍ମର ପ୍ରମିୟର ବେଳେ ସ୍ୱାତି କମ୍ପେ୍ଲକ୍ସରେ ମହିଳା ସାମ୍ବାଦିକାଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଗତ ଶନିବାର ଠାରୁ ଗିରଫ ହୋଇ ଜେଲ୍ରେ ଥିଲେ ଟୁଟୁ ନାୟକ । ଖାରବେଳ ନଗର ଥାନା ପୋଲିସ ଟୁଟୁଙ୍କୁ ଗିରଫ କରିଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post