ପ୍ରତିଦିନ ସେଲିବ୍ରିଟିଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏବେ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଏକ ଭିଡିଓ ଲିକ୍ ହେବା ପରେ ତାଙ୍କ ପ୍ରଶଂସକମାନେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। କେବଳ ଏତିକି ନୁହେଁ, ମହାନ ନାୟକ ଅମିତାଭ ବଚ୍ଚନ ମଧ୍ୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ବାସ୍ତବରେ ଶୁକ୍ରବାର ରଶ୍ମିକାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏଥିରେ ଦେଖିବାକୁ ମିଳିଥିଲା, ଅଭିନେତ୍ରୀ କଳା ରଙ୍ଗର ଡିପ୍ନେକ୍ର ଏକ ଟାଇଟ ଜିମ୍ ଡ୍ରେସ୍ରେ ଲିଫ୍ଟ ଭିତରକୁ ଆସିଥିଲେ। ରଶ୍ମିକାଙ୍କ ଏହି ବୋଲ୍ଡ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ମାତ୍ରେ ପ୍ରଶଂସକମାନେ ରାଗି ଯାଇଥିଲେ। ପ୍ରକୃତରେ ଭିଡିଓରେ ରଶ୍ମିକା ନୁହନ୍ତି ବରଂ ଜରା ପଟେଲ।ରଶ୍ମିକାଙ୍କ ଏହି ଭିଡିଓ ପରେ ଅମିତାଭ ମଧ୍ୟ ରାଗିଛନ୍ତି। ବିଗ୍ ବି ସୋସିଆଲ ମିଡିଆରେ କ୍ରୋଧ ପ୍ରକାଶ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post