ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଜବରଦସ୍ତ କେମେଷ୍ଟ୍ରି ସହ ରିଲିଜ ହୋଇଛି ‘ଟାଇଗର ୩’ ର ପ୍ରଥମ ଗୀତ । ଫିଲ୍ମର ଟ୍ରେଲର୍ ରିଲିଜ ହେବା ପରଠାରୁ ‘ଟାଇଗର ୩’ ପାଇଁ ଫ୍ୟାନ୍ସମାନେ ଅତି ଉତ୍ସାହର ସହ ଅପେକ୍ଷା କରିଛନ୍ତି । ବର୍ତ୍ତମାନ ଫ୍ୟାନ୍ସଙ୍କ ଉତ୍ସାହକୁ ବଢାଇ ଫିଲ୍ମର ପ୍ରଥମ ଗୀତ ‘ଲେକେ ପ୍ରଭୁ କା ନାମ’ ରିଲିଜ ହୋଇଛି ।ଗୀତଟି ରିଲିଜ ହେବା ପର ଠାରୁ ଇଣ୍ଟରନେଟ୍ରେ ହଇଚଇ ସୃଷ୍ଟି କରିଛି । ଟାଇଗର ଜୋୟାଙ୍କ ଜବରଦସ୍ତ କେମେଷ୍ଟ୍ରିକୁ ଫ୍ୟାନ୍ସମାନେ ଖୁବ୍ ପସନ୍ଦ କରୁଛନ୍ତି । ଦମଦାର ମ୍ୟୁଜିକ ଏବଂ ଜୋରଦାର ଡାନ୍ସ ସହ ନଜର ଆସିଛି ଏହି ଗୀତ । ଏହି ଗୀତକୁ ଅରିଜିତ୍ ସିଂ ଏବଂ ନିକିତା ଗାନ୍ଧୀ ଗାଇଥିବା ବେଳେ ଗୀତକୁ ଲେଖିଛନ୍ତି ଅମିତାଭ ଭଟ୍ଟାଚାର୍ଯ୍ୟ । ପ୍ରୀତମ ମ୍ୟୁଜିକ ପ୍ରଯୋଜନା ଦେଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post