ଶ୍ରୀଲଙ୍କାର ଅଭିନେତ୍ରୀ ତଥା ମଡେଲ ଜ୍ୟାକଲିନ ଫର୍ନାଡିଜ ବଲିଉଡରେ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ବଲିଉଡକୁ କିଛି ହିଟ ମୁଭି ଭେଟିଦେଇ ସେ ଦର୍ଶକଙ୍କ ପସନ୍ଦର ନାୟିକା ପାଲଟି ଯାଇଛନ୍ତି। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ନାଁ କମେଇବା ପରେ ଏବେ ଅଭିନେତ୍ରୀ ଖୁବଶୀଘ୍ର ହଲିଉଡରେଏଣ୍ଟ୍ରି ମାରିବାକୁ ଯାଉଛନ୍ତି। ନିକଟରେ ଜ୍ୟାକଲିନ ହଲିଉଡ ଆକ୍ସନ ଲିଜେଣ୍ଡ ଜିନ-କ୍ଲାଉଡ ଓ୍ବନ ଡେମଙ୍କ ସହ ଏକ ଫଟୋ ପୋଷ୍ଟ କରିଛନ୍ତି। ଅଭିନେତ୍ରୀଙ୍କ ଏହି ପୋଷ୍ଟରେ ବହୁ ବଲିଉଡ ସେଲିବ୍ରିଟି ସେମାନଙ୍କ କମେଣ୍ଟ ଦେଇଛନ୍ତି। ଜ୍ୟାକଲିନଙ୍କ କୋ ଷ୍ଟାର ଥବା ବରୁଣ ଧଓ୍ବନ ବି ଏଥିରେ ତାଙ୍କର ରିଆକ୍ସନ ଦେଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post