ଆଇଏମ୍ଡିବି ପକ୍ଷରୁ ୨୦୨୩ ମସିହା ପାଇଁ ଶ୍ରେଷ୍ଠ ଭାରତୀୟ ଚଳଚ୍ଚିତ୍ରର ଏକ ତାଲିକା ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରି ୧ରୁ ନଭେମ୍ବର ୬ ମଧ୍ୟରେ ମୁକ୍ତିଲାଭ କରିଥିବା ଦଶଟି ସବୁଠାରୁ ଲୋକପ୍ରିୟ ଫିଲ୍ମ ଏଥିରେ ସ୍ଥାନ ପାଇଛି। ପ୍ରାୟ ୨୦ ଲକ୍ଷ ଦର୍ଶକଙ୍କ ମତାମତକୁ ଭିତ୍ତି କରି ପ୍ରସ୍ତୁତ ଏହି ତାଲିକାରେ ଶାହରୁଖଙ୍କ ‘ଯବାନ’ ଶୀର୍ଷରେ ରହିଛି। ତାହା ପଛକୁ ଶାହରୁଖ ଅଭିନୀତ ଅନ୍ୟତମ ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’ ଦ୍ବିତୀୟ ସ୍ଥାନ ଦଖଲ କରିଛି। ତୃତୀୟରେ ଅଛି କରଣ ଜୋହର ନିର୍ଦ୍ଦେଶିତ ତଥା ରଣବୀର ସିଂହ ଓ ଆଲିଆ ଭଟ୍ଟ ଅଭିନୟ କରିଥିବା ‘ରକି ଔର ରାନୀ କି ପ୍ରେମ କାହାନୀ’।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post