୪୨ତମ ପାଦ ଥାପିଲେ ଅଲ୍ଲୁ ଅର୍ଜ୍ଜୁନ

ତେଲ୍‌ଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଆଜି ଅର୍ଥାତ୍‌ ଏପ୍ରିଲ ୮ରେ ତାଙ୍କର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଆଜିର ଏହି ଖାସ୍‌ ଦିନରେ ତାଙ୍କର କିଛି ଫିଲ୍ମ ଉପରେ ନଜର ପକାଇବା। ଯାହା ତାଙ୍କୁ ସାରା ବିଶ୍ୱରେ ପ୍ରସିଦ୍ଧ କରାଇଛି।