୭୦ତମ ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା କରାଯାଇଛି । ବିଭିନ୍ନ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇଥିବା କଳାକାରମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କୃତ କରିଛନ୍ତି । ‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ଅରିଜୀତ ସିଂହଙ୍କୁ ଶ୍ରେଷ୍ଠ ପୁରୁଷ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ପୁରସ୍କୃତ କରାଯାଇଛି । ସେହିପରି ବେଷ୍ଟ ମ୍ୟୁଜିକ ଡାୟରେକ୍ସନରେ ‘ଫୁରସତ’ ପାଇଁ ବିଶାଳ ଭରଦ୍ୱାଜଙ୍କୁ ପୁରସ୍କୃତ କରାଯାଇଛି । ସ୍ପେଶାଲ ମୋସନ କ୍ୟାଟେଗୋରୀରେ ଫିଲ୍ମ ‘ଗୁଲମୋହର’ ପାଇଁ ମନୋଜ ବାଜପେୟୀଙ୍କୁ ପୁରସ୍କୃତ କରାଯାଇଛି ।୨୦୨୨ ମସିହା ଜାନୁଆରୀ ୧ ତାରିଖଠାରୁ ଡିସେମ୍ବର ୩୧ ତାରିଖ ମଧ୍ୟରେ ଯେଉଁ ଫିଲ୍ମଗୁଡ଼ିକୁ ସେନ୍ସର ବୋର୍ଡ ପକ୍ଷରୁ ସେନ୍ସର ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା ଏଥର ସେହି ଫିଲ୍ମଗୁଡ଼ିକୁ ଆୱାର୍ଡ ଦିଆଯାଇଛି ।
Trending
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
 - ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
 - ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 - ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
 - ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
 - ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
 - ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
 - ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
 - ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
 - ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
 
Prev Post
Next Post