୭୦ତମ ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା କରାଯାଇଛି । ବିଭିନ୍ନ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇଥିବା କଳାକାରମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କୃତ କରିଛନ୍ତି । ‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ଅରିଜୀତ ସିଂହଙ୍କୁ ଶ୍ରେଷ୍ଠ ପୁରୁଷ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ପୁରସ୍କୃତ କରାଯାଇଛି । ସେହିପରି ବେଷ୍ଟ ମ୍ୟୁଜିକ ଡାୟରେକ୍ସନରେ ‘ଫୁରସତ’ ପାଇଁ ବିଶାଳ ଭରଦ୍ୱାଜଙ୍କୁ ପୁରସ୍କୃତ କରାଯାଇଛି । ସ୍ପେଶାଲ ମୋସନ କ୍ୟାଟେଗୋରୀରେ ଫିଲ୍ମ ‘ଗୁଲମୋହର’ ପାଇଁ ମନୋଜ ବାଜପେୟୀଙ୍କୁ ପୁରସ୍କୃତ କରାଯାଇଛି ।୨୦୨୨ ମସିହା ଜାନୁଆରୀ ୧ ତାରିଖଠାରୁ ଡିସେମ୍ବର ୩୧ ତାରିଖ ମଧ୍ୟରେ ଯେଉଁ ଫିଲ୍ମଗୁଡ଼ିକୁ ସେନ୍ସର ବୋର୍ଡ ପକ୍ଷରୁ ସେନ୍ସର ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା ଏଥର ସେହି ଫିଲ୍ମଗୁଡ଼ିକୁ ଆୱାର୍ଡ ଦିଆଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post