“କ୍ୟୁଙ୍କି ସାସ୍ ଭି କଭି ବହୁ ଥି ୨” ରେ ନଜର ଆସିବେ ବିଲ୍ ଗେଟ୍ସ
ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ଏବଂ ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବିଲ୍ ଗେଟ୍ସ। କିଛିଦିନ ହେବ ବିଲ୍ ଗେଟ୍ସ ଛୋଟପରଦାରେ ନଜର ଆସିବା ଖବର ସାମ୍ନାକୁ ଆସିବା ପରେ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଭରି ଯାଇଛି।