ବିବାହ ବନ୍ଧନରେ ବାନ୍ଧି ହେଲେ ସାଉଥ ଅଭିନେତ୍ରୀ କୀର୍ତ୍ତି ସୁରେଶ
ସାଉଥ ଅଭିନେତ୍ରୀ କୀର୍ତ୍ତି ସୁରେଶ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି | ସେ ତାଙ୍କର ଦୀର୍ଘ ଦିନର ପ୍ରେମିକ ଆଣ୍ଟୋନି ଥାଟିଲଙ୍କୁ ବିବାହ କରିଛନ୍ତି | ଅଭିନେତ୍ରୀ ନିଜ ବିବାହର କିଛି ଖାସ ମୁହୂର୍ତ୍ତକୁ ଏବେ ନିଜ ସୋସିଆଲ ମିଡ଼ିଆରେ ସେୟାର ମଧ୍ୟ କରିଛନ୍ତି | ଯାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି |