ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି
ଭେଣ୍ଟିଲେଟରରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି । ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ ଚାଲିଥିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉତ୍ତମ । ପତ୍ନୀ ଅପରାଜିତା ଓ ପୁଅ ବାବୁସାନଙ୍କ ସହ ବୋଉ ବୁଟୁ ଭୂତ ସିନେମାରେ ଅଭିନୟ କରିଛନ୍ତି ।