ପୁଷ୍ପା-୨’କୁ ପଛରେ ପକାଇ ୩୦୦ କୋଟି ପାର୍ କଲା ଫିଲ୍ମ ‘ଛାବା
ଫିଲ୍ମ ‘ଛାବା’କୁ ନେଇ ଚାରିଆଡ଼େ ଚର୍ଚ୍ଚା। ୧୦ମ ଦିନରେ ‘ପୁଷ୍ପା-୨’କୁ ପଛରେ ପକାଇ ୩୦୦ କୋଟି ପାର୍ କଲା ଫିଲ୍ମ ‘ଛାବା’। ଛତ୍ରପତି ଶିବାଜୀ ମହାରାଜଙ୍କ ପୁଅ ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଜୀବନ ଉପରେ ଆଧାରିତ ଫିଲ୍ମ ‘ଛାବା’ ବକ୍ସ ଅଫିସ୍ କଲେକ୍ସନରେ ରେକର୍ଡ କରିଛି।