ଆଜି ବଲିଉଡ୍ ଶାହାରୁଖ ଖାନ ୫୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଦିନରେ ସେ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍ ଦେଇଛନ୍ତି। ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ଶେଷରେ ଶାହାରୁଖଙ୍କ ଜନ୍ମଦିନରେ ‘ଜୱାନ’ ଓଟିଟିରେ ମୁକ୍ତିଲାଭ କରିଛି।ଶାହାରୁଖ ଖାନଙ୍କ ‘ଜୱାନ’ର ଯାଦୁ ଦର୍ଶକଙ୍କୁ ପ୍ରଭାବିତ କରିଛି। ଏହି ଫିଲ୍ମ ଦେଶ ତଥା ବିଦେଶରେ ବିରାଟ ତରଙ୍ଗ ସୃଷ୍ଟି କରିଛି। ‘ଜୱାନ’ ୬୪୦ କୋଟିରୁ ଅଧିକ ରୋଜଗାର କରି ଭାରତରେ ଇତିହାସ ସୃଷ୍ଟି କରିଥିବାବେଳେ ଏହି ଫିଲ୍ମ ସାରା ବିଶ୍ୱରେ ୧୧୦୦ କୋଟିରୁ ଅଧିକ ଟଙ୍କା ସଂଗ୍ରହ କରିଛି। ଶାହାରୁଖ ଖାନଙ୍କ ଜନ୍ମଦିନର ବିଶେଷ ଉତ୍ସବରେ ପ୍ରଶଂସକମାନଙ୍କୁ ଉପହାର ଦେଇ ‘ଜୱାନ’ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ମୁକ୍ତିଲାଭ କରିଥିଲା। ଏହାର ଅର୍ଥ ହେଉଛି, ବର୍ତ୍ତମାନ ବର୍ଷର ସବୁଠାରୁ ବଡ ଚଳଚ୍ଚିତ୍ର ‘ଜୱାନ’ ଘରେ ବସି ଉପଭୋଗ କରିପାରିବେ।
‘ଜୱାନ’ ଅଟଲେଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post