ସବୁବେଳେ ଚର୍ଚ୍ଚାରେ ରହୁଥିବା ଉର୍ଫି ଜାଭେଦ ଏବେ ପୁଣିଥରେ ଚର୍ଚ୍ଚାରେ । ହେଲେ ଏଥର କୌଣସି ଡ୍ରେସ କିମ୍ବା ବୟାନ ପାଇଁ ନୁହେଁ, ବରଂ ଇନଷ୍ଟାଗ୍ରାମ ପାଇଁ ଚର୍ଚ୍ଚାରେ । ଉର୍ଫି ଜାଭେଦଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ସସ୍ପେଣ୍ଡ ହୋଇଛି । ଅଭିନେତ୍ରୀ ଜଣକ ସ୍କ୍ରିନ ସର୍ଟ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଯାହା ଏବେ ଭାଇରଲ ହେବାରେ ଲାଗିଛି ।ଉର୍ଫି ନିଜେ ମେସେଜ ସ୍କ୍ରିନସର୍ଟ ସେୟାର କରିଛନ୍ତି, ଯେଉଁଥିରେ ଆକାଉଣ୍ଟ ସସ୍ପେଣ୍ଡ ହୋଇଥିବା ଜଣାପଡିଛି । କିନ୍ତୁ ଏହାପରେ ଉର୍ଫି ନିକ ଆକାଉଣ୍ଟକୁ ରିକଭର କରିସାରିଛନ୍ତି । ଏହି ସ୍କ୍ରିନ ସର୍ଟରେ ମେଟା ତରଫରୁ ଅନେକ କଥା ଲେଖାଥିବା ଦେଖିବାକୁ ମିଳିଛି । ସ୍କ୍ରିନସର୍ଟରେ କୁହାଯାଇଛି, କମ୍ୟୁନିଟି ଗାଇଡଲାଇନ୍ସ ନ ମାନିବା ଯୋଗୁଁ ଇନଷ୍ଟାଗ୍ରାମ ସସପେଣ୍ଡ ହୋଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post