ଇଣ୍ଡଷ୍ଟ୍ରୀରେ କଙ୍ଗନା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ କଙ୍ଗନା ତାଙ୍କର ଅପକମିଂ ଫିଲ୍ମ ‘ତେଜସ’କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଅନ୍ୟପକ୍ଷରେ ସେ ତାଙ୍କର ବହୁ ଅପେକ୍ଷିତ ଫିଲ୍ମ ଏମରଜେନ୍ସିକୁ ନେଇ ସେ ଏବେ ନୂଆ ଅପଡେଟ୍ ସେୟାର କରିଛନ୍ତି । ଏହି ଫିଲ୍ମର ରିଲିଜ୍ ଡେଟ୍ ପୋଷ୍ଟପୋନ୍ କରି ଦିଆଯାଇଛି । ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଇନ୍ଦିରା ଗାନ୍ଧୀଙ୍କ ଭୂମିକା ନିଭାଇଛନ୍ତି ।ଏବେ ସୋସିଆଲ ମିଡିଆରେ କଙ୍ଗନା ତେଜସ୍ ପରିବର୍ତ୍ତେ ଫିଲ୍ମ ଏମରଜେନ୍ସିକୁ ନେଇ ଚର୍ଚ୍ଚାରେ ଅଛନ୍ତି । ସୋସିଆଲ ମିଡିଆରେ ସେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, ତାଙ୍କର ଏହି ଫିଲ୍ମ ଚଳିତ ବର୍ଷ ରିଲିଜ୍ ହେବ ନାହିଁ । ଏହାର ରିଲିଜ୍ ଡେଟ୍କୁ ବଢାଇ ଦିଆଯାଇଛି । କଙ୍ଗନା ଏହି ବିଷୟରେ ନିଜ ଏକ୍ସ ଓ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି । ଏଠାରେ ସୂଚାଇ ଦିଆଯାଇପାରେ ଯେ, ଏହି ଫିଲ୍ମର ନିର୍ଦ୍ଦେଶନା ବି କଙ୍ଗନା କରୁଛନ୍ତି ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post