ଆଗାମୀ ଫିଲ୍ମ ପାଇଁ ଫିସ୍ ବଢେଇଛନ୍ତି ସୁପର୍ଷ୍ଟାର୍ ରଜନୀକାନ୍ତ । ସେ ଯେତିକି ଚାର୍ଜ କରିଛନ୍ତି ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏହି ସୂଚନା ଯଦି ସତ ହୋଇଥାଏ ତେବେ ରଜନୀକାନ୍ତ ଇତିହାସ ସୃଷ୍ଟି କରିଛନ୍ତି, କାରଣ ଏହି ଫି’ ତାଙ୍କୁ ଏସିଆର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତା ଭାବରେ ପରିଣତ କରିଛି।ସୁପର୍ଷ୍ଟାର୍ ରଜନୀକାନ୍ତ ଦରବାର, ପେଟା, 2.0, ଚନ୍ଦ୍ରମୁଖୀ, ଚଳିତ ବର୍ଷ ୨୦୨୩ ମସିହାରେ ତାଙ୍କ ଫିଲ୍ମ ‘ଜେଲର’ ମୁକ୍ତିଲାଭ କରିଥିଲା, ଯାହା ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ହୋଇଗଲା। ବର୍ତ୍ତମାନ ଖବର ଆସିଛି ଯେ ରଜନୀକାନ୍ତ ଏସିଆର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତା ହୋଇପାରିଛନ୍ତି, ଏହାର କାରଣ ହେଉଛି ଲୋକେଶ କାନଗରାଜଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ପାଇଁ ତାଙ୍କର ମହଙ୍ଗା ଫିସ୍। ଏହା ଶୁଣି ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post