ଭାରତୀୟ ସିନେମାର ପ୍ରତିଷ୍ଠିତ ପ୍ରଯୋଜନା ସଂସ୍ଥା ମଧ୍ୟରୁ ଅନ୍ୟତମ। ଏହି ପ୍ରଡକ୍ସନ୍ ହାଉସ୍ ‘କେଜିଏଫ୍ ପାର୍ଟ ୧’ ଏବଂ ୨ ଓ ‘କାନ୍ତାରା’ ଭଳି ଫିଲ୍ମର ପ୍ରଯୋଜନା କରି ଦର୍ଶକଙ୍କ ମନୋରଞ୍ଜନ କରିଛି। ବର୍ତ୍ତମାନ ହୋମ୍ବଲେ ଫିଲ୍ମସ ଏହାର ପରବର୍ତ୍ତୀ ବଡ ବଜେଟ ଫିଲ୍ମ ‘ସାଲାର ପାର୍ଟ- ୧’ର ପ୍ରଯୋଜନା କରିଛି। ଫିଲ୍ମରେ ବାହୁବଲୀ ତାରକା ପ୍ରଭାସ ମୁଖ୍ୟ ଭୂମିକାରେ ଥିବା ବେଳେ ‘କେଜିଏଫ’ ନିର୍ଦ୍ଦେଶକ ପ୍ରଶାନ୍ତ ନୀଲ ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଏହି ଚଳଚ୍ଚିତ୍ରର ଟ୍ରେଲରକୁ ଜବରଦସ୍ତ ପ୍ରତିକ୍ରିୟା ମିଳିବା ପରେ ଫିଲ୍ମକୁ ନେଇ ଦର୍ଶକ ଉତ୍ସାହିତ ଅଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post