ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍ ପ୍ରଶଂସକଙ୍କ ହୃଦୟ ଜିତୁଛି। କାରଣ ଚେହେରାଠାରୁ ଆରମ୍ଭ କରି ପୁରା ଶରୀର ଉପରେ ସେ କାମ କରିଛନ୍ତି। ସେ ବେଶ ପତଳା ଏବଂ ଫିଟ୍ ଲାଗୁଛନ୍ତି।‘ଚନ୍ଦୁ ଚାମ୍ପିୟନ’କୁ ସାଜିଦ୍ ନାଦିଆଓ୍ବାଲା ପ୍ରଯୋଜନା କରିଛନ୍ତି। ଏହା ଜୁନ ୧୪ରେ ରିଲିଜ ହେବ। ତା’ ପୂର୍ବରୁ ପୋଷ୍ଟର ଭାଇରାଲ ହେବା ସହ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ାଇଛି। ଯାହାକୁ ଦେଖି ପ୍ରଶଂସକ ଅଭିନେତାଙ୍କ ନୂଆ ଅବତାରର ପ୍ରଶଂସା କରୁଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ