ଶାହରୁଖ ଖାନଙ୍କ ଫିଲ୍ମ ଯବାନ ବକ୍ସ ଅଫିସରେ ହିଟ୍ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମ ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି। ଯବାନ ଭାରତରେ ୫୦୦ କୋଟିରୁ ଅଧିକ ଟଙ୍କା ବିଜନେସ କରିଥିବା ବେଳେ ଆଗକୁ ଏହା ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏହି ମୁଭିଟି ୧୩ ଦିନରେ ଓ୍ବାର୍ଲଡ ଓ୍ବାଇଡ ୯୦୦ କୋଟି ଟଙ୍କା ସଂଗ୍ରହ କରିଛି। ଯବାନରେ ଶାହାରୁଖ ଖାନଙ୍କ ସହ ନୟନତାରା ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି, କିନ୍ତୁ ଯଦି ରିପୋର୍ଟକୁ ବିଶ୍ୱାସ କରାଯାଏ, ତେବେ ସେ ବଲିଉଡରେ ଡେବ୍ୟୁ କରି ଖୁସି ନୁହଁନ୍ତି ଏବଂ ବଲିଉଡ ଫିଲ୍ମରେ କାମ କରିବାର ମନୋବଳ ଆଉ ତାଙ୍କର ନାହିଁ ବୋଲି କୁହାଯାଉଛି।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ନୟନତାରା ଆଉ କୌଣସି ବଲିଉଡ ଫିଲ୍ମ କରିବା ମନୋଭାବରେ ନାହାଁନ୍ତି। କାରଣ ଏହି ମୁଭିରେ ତାଙ୍କର ଭୂମିକା କଟିଯାଇଥିବାରୁ ସେ ଯବାନଙ୍କ ନିର୍ଦ୍ଦେଶକ ଏଟଲି କୁମାରଙ୍କ ଉପରେ ରାଗିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post