ବଲିଉଡ଼ ଅଭିନେତା ହ୍ରିତିକ୍ ରୋଶନ ଓ ଅଭିନେତ୍ରୀ ଦୀପିକା ପାଦୁକୋନ ଅଭିନୀତ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଫାଇଟର’ର ଟିଜର ଶୁକ୍ରବାର ରିଲିଜ୍ ହୋଇଛି। ଟିଜରରେ ଜବରଦସ୍ତ ଆକ୍ସନ ଦୃଶ୍ୟ ଦେଖିବାକୁ ମିଳିଛି। ଟିଜର ଦେଖିବା ପରେ ଫିଲ୍ମକୁ ନେଇ ସିନେପ୍ରେମୀଙ୍କ ଉତ୍ସାହ ଦୁଇଗୁଣିତ ହୋଇଯାଇଛି। ଦର୍ଶକ ଟିଜରକୁ ନେଇ ବେଶ୍ ସକରାତ୍ମକ ପ୍ରତିକ୍ରିୟା ଦେଉଥିବା ଦେଖିବାକୁ ମିଳିଛି।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Prev Post
Next Post