ବହୁଚର୍ଚ୍ଚିତ ଅନୁଭବ-ବର୍ଷା ବିବାହ ବିଚ୍ଛେଦ ମାମଲାରେ ନୂଆ ମୋଡ଼। କଟକ ପରିବାର ଅଦାଲତ ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି। ଅନ୍ୟପକ୍ଷରେ ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନକୁ ମଧ୍ୟ କରୀ ଖାରଜ କରିଥିବା ଜଣାପଡିଛି। ସାଂସଦ ଅନୁଭବ ମହାନ୍ତି ନ୍ୟାୟାଳୟରେ ବିବାହ ବିଚ୍ଛେଦ ପାଇଁ ଆବେଦନ କରିଥିବା ବେଳେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ଆବେଦନ କରିଥିଲେ। ଏହି ମାମଲାରେ ବହୁ ଥର ଶୁଣାଣି ପରେ କଟକ ପରିବାର ଅଦାଲତ ଉଭୟ ଆବେଦନକୁ ଖାରଜ କରିଛନ୍ତି।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ