ଶେଷ ହୋଇଛି ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍ଲା ଯା’ର ୧୧ତମ ସିଜନ୍। ଶନିବାର ଏହାର ଫିନାଲେରେ ବିହାର ଝିଅ ମନିଷା ରାନୀଙ୍କୁ ବିଜେତା ଘୋଷିତ କରାଯାଇଛି। ଚ୍ୟନେଲ ତରଫରୁ ମନିଷା ଏବଂ ତାଙ୍କ କୋରିଓଗ୍ରାଫରଙ୍କୁ ୩୦ ଲକ୍ଷ ଟଙ୍କାର ଚେକ୍ ଦିଆଯାଇଛି। ସେଥିରୁ କୋରିଓଗ୍ରାଫର ୫ ଲକ୍ଷ ପାଇବେ ବୋଲି ଜଣାପଡ଼ିଛି।ଶୋ’ରେ ଓ୍ବାଇଲ୍ଡ କାର୍ଡ ଭାବେ ଏଣ୍ଟ୍ରି ପାଇଥିବା ମନିଷା ନିଜର ନୃତ୍ୟଶୈଳୀରେ ସମସ୍ତଙ୍କୁ ହୃଦୟ ଜିତିଥିଲେ। ଫାଇନାଲରେ ମଧ୍ୟ ସେଭଳି କିଛି ଦୃଶ୍ୟ ଜଜ୍ମାନଙ୍କୁ ପ୍ରଭାବିତ କରିଥିଲା। ଶେଷରେ ସେ ଟ୍ରଫି ଜିତିବାରେ ସଫଳ ହୋଇଛନ୍ତି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post