ଆହ୍ଲାବାଦ ହାଇକୋର୍ଟ ଲକ୍ଷ୍ନୌ ପୀଠ ଦ୍ୱାରା ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ, ଅକ୍ଷୟ କୁମାର ଏବଂ ଅଜୟ ଦେବଗନଙ୍କୁ ନୋଟିସ ଜାରି କରାଯାଇଛି । ପାନ୍ ମସାଲା କମ୍ପାନୀଗୁଡିକର ବିଜ୍ଞାପନ କରିବା ମାମଲାରେ ଏହି ନୋଟିସ୍ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ଓକିଲ ଏହି ଆବେଦନକୁ ଖାରଜ କରିବାକୁ, ଏହି ଅବମାନନା ଆବେଦନ ଉପରେ ଲକ୍ଷ୍ନୌ ହାଇକୋର୍ଟରେ ଆବେଦନ କରିଛନ୍ତି ।କେନ୍ଦ୍ର ସରକାରଙ୍କ ଓକିଲ ଲକ୍ଷ୍ନୌ ପୀଠରେ କହିଛନ୍ତି ଯେ ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାର ଶୁଣାଣି କରୁଛନ୍ତି । କେନ୍ଦ୍ର ସରକାରଙ୍କ କହିବା କଥା ଯେ ଏହି କାରଣରୁ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରାଯିବା ଉଚିତ୍ । ଜଷ୍ଟିସ ରାଜେଶ ସିଂ ଚୌହ୍ଵାନ୍ ଗୋଟିଏ ମାତ୍ର ପୀଠ ଏହି ଅବମାନନା ଆବେଦନକୁ ପାସ୍ କରିଛି । ଏଡା ବ୍ୟତୀତ ଆହୁରି ମଧ୍ୟ ଆସନ୍ତା ବର୍ଷ ମାର୍ଚ୍ଚ ୯ ତାରିଖ ପାଇଁ ପରବର୍ତ୍ତୀ ଶୁଣାଣି ତାରିଖ ସ୍ଥିର କରାଯାଇଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post