ଆହ୍ଲାବାଦ ହାଇକୋର୍ଟ ଲକ୍ଷ୍ନୌ ପୀଠ ଦ୍ୱାରା ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ, ଅକ୍ଷୟ କୁମାର ଏବଂ ଅଜୟ ଦେବଗନଙ୍କୁ ନୋଟିସ ଜାରି କରାଯାଇଛି । ପାନ୍ ମସାଲା କମ୍ପାନୀଗୁଡିକର ବିଜ୍ଞାପନ କରିବା ମାମଲାରେ ଏହି ନୋଟିସ୍ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ଓକିଲ ଏହି ଆବେଦନକୁ ଖାରଜ କରିବାକୁ, ଏହି ଅବମାନନା ଆବେଦନ ଉପରେ ଲକ୍ଷ୍ନୌ ହାଇକୋର୍ଟରେ ଆବେଦନ କରିଛନ୍ତି ।କେନ୍ଦ୍ର ସରକାରଙ୍କ ଓକିଲ ଲକ୍ଷ୍ନୌ ପୀଠରେ କହିଛନ୍ତି ଯେ ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାର ଶୁଣାଣି କରୁଛନ୍ତି । କେନ୍ଦ୍ର ସରକାରଙ୍କ କହିବା କଥା ଯେ ଏହି କାରଣରୁ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରାଯିବା ଉଚିତ୍ । ଜଷ୍ଟିସ ରାଜେଶ ସିଂ ଚୌହ୍ଵାନ୍ ଗୋଟିଏ ମାତ୍ର ପୀଠ ଏହି ଅବମାନନା ଆବେଦନକୁ ପାସ୍ କରିଛି । ଏଡା ବ୍ୟତୀତ ଆହୁରି ମଧ୍ୟ ଆସନ୍ତା ବର୍ଷ ମାର୍ଚ୍ଚ ୯ ତାରିଖ ପାଇଁ ପରବର୍ତ୍ତୀ ଶୁଣାଣି ତାରିଖ ସ୍ଥିର କରାଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post