Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
ମେଟ୍ରୋ ଟିଭି ଓଡିଶା,୧୭/୧: ଚର୍ଚ୍ଚାରେ ସାଉଥ ସୁନ୍ଦରୀ ସମନ୍ଥା ରୁଥ ପ୍ରଭୁ । ନିଜର ଆଇଟମ ଗୀତରେ ନାଚି ବକ୍ସ ଅଫିସରେ ଧମାଲ କରିଦେଇଛନ୍ତି ସେ । ନିଜର ଜଲୱା ଓ ହଟ୍ ଡାନ୍ସରେ ଦର୍ଶକଙ୍କ ମନକୁ ମୋହିତ କରିଦେଇଛନ୍ତି । ନାଗା ଚୈତନ୍ୟଙ୍କ ଠାରୁ ଛାଡପତ୍ର ପରେ ବଢ଼ିଛି ତାଙ୍କ ଦାମ୍। ପୁଷ୍ପା ଫିଲ୍ମରେ ଆଇଟମ ପାଇ ୩ମିନିଟର ଡାନ୍ସ ପାଇ ୫କୋଟି ଟଙ୍କା ଚାର୍ଜ କରିଛନ୍ତି ସମନ୍ଥା ।
Prev Post
Next Post