ସୋନିଟିଭିରେ ପ୍ରସାରିତ ରିୟଲିଟି ସୋ’ କୌନ୍ ବନେଗା କରୋଡ଼ପତି ( କେବିସି)ର ହଟସିଟ୍ରେ ବସି ପୂରା ସୋ’ର ସଂଚାଳନ ଅମିତାଭଙ୍କୁ ଘରେ ଘରେ ପରିଚିତ କରାଯାଇଛି। ହେଲେ ଦୁଃଖର କଥା ହେଉଛି ଆଜି ରାତିରେ ହିଁ କୌନ୍ ବନେଗା କରୋଡ଼ପତି ସିଜିନ୍ ୧୫ର ଶେଷ ଏପିସୋଡ଼ ଦେଖିବାକୁ ମିଳିବ। ଏହି କାରଣରୁ ବିଗ୍ ବିଙ୍କର ଏକ ଭାବବିହ୍ବଳ ମୁହୂର୍ତ୍ତର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।୮୧ ବର୍ଷୀୟ ଅମିତାଭ ହଟ୍ ସିଟ୍ରେ ବସନ୍ତି, ପ୍ରଶ୍ନ ପଚାରନ୍ତି, ଠିକ୍ ଉତ୍ତର ଦେଇ କୋଟି କୋଟି ଟଙ୍କା ଜିତିନିଅନ୍ତି ପ୍ରତିଯୋଗୀ। ହେଲେ ସେ ୮୧ ବର୍ଷୀୟ ବ୍ୟକ୍ତି ଜଣକ କେବଳ ପ୍ରଶ୍ନ ପଚାରନ୍ତି ନାହିଁ। ପ୍ରତିଯୋଗୀଙ୍କୁ ସେମାନଙ୍କ ହାଲ୍ଚାଲ୍, ଘରପରିବାର ବିଷୟରେ ବି ଭଲମନ୍ଦ ପଚାରି ବୁଝନ୍ତି। ତାଙ୍କର ଏହି ଅନ୍ଦାଜ ହିଁ ତାଙ୍କୁ କୋଟି କୋଟି ଲୋକଙ୍କ ମନର ରାଜା ବନାଇଛି।
Trending
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
Prev Post
Next Post