ଅଭିନେତା ଏବଂ ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ସେ ଅସୁସ୍ଥ ଅଛନ୍ତି । ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବା କାରଣରୁ କାଲକାତାର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିବା ରିପୋର୍ଟରୁ ପ୍ରକାଶ । ମିଥୁନଙ୍କ ପ୍ରଶଂସକମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ତେବେ ମିଥୁନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କିତ ଅଧିକ ଡିଟେଲ୍ସ ଜଣାପଡ଼ି ନାହିଁ ।ମିଥୁନ ଚକ୍ରବର୍ତ୍ତୀଙ୍କୁ ଭାରତ ସରକାରଙ୍କଦ୍ବାରା ପ୍ରଦତ୍ତ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଭୂଷଣ ପ୍ରଦାନ କରାଯିବ ବୋଲି ଜାନୁଆରି ୨୪ରେ ଘୋଷଣା କରାଯାଇଥିଲା। ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ବ୍ୟକ୍ତ କରି ଭିଡିଓ ବାର୍ତ୍ତାରେ ବଙ୍ଗଳା ଭାଷାରେ ଚକ୍ରବର୍ତ୍ତୀ କହିଥିଲେ, ମୁଁ ଗୌରବାନ୍ବିତ। ଏ ସମ୍ମାନ ଗ୍ରହଣ କରି ମୁଁ ଆନନ୍ଦିତ। ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ମୁଁ କେବେ କାହାକୁ କିଛି ମାଗିନାହିଁ। ନ ମାଗି ମଧ୍ୟ କିଛି ପାଇଲେ ଯେମିତି ଲାଗେ, ମତେ ଆଜି ସେମିତି ଲାଗୁଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post