ପ୍ରତିଦିନ ସେଲିବ୍ରିଟିଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏବେ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଏକ ଭିଡିଓ ଲିକ୍ ହେବା ପରେ ତାଙ୍କ ପ୍ରଶଂସକମାନେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। କେବଳ ଏତିକି ନୁହେଁ, ମହାନ ନାୟକ ଅମିତାଭ ବଚ୍ଚନ ମଧ୍ୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ବାସ୍ତବରେ ଶୁକ୍ରବାର ରଶ୍ମିକାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏଥିରେ ଦେଖିବାକୁ ମିଳିଥିଲା, ଅଭିନେତ୍ରୀ କଳା ରଙ୍ଗର ଡିପ୍ନେକ୍ର ଏକ ଟାଇଟ ଜିମ୍ ଡ୍ରେସ୍ରେ ଲିଫ୍ଟ ଭିତରକୁ ଆସିଥିଲେ। ରଶ୍ମିକାଙ୍କ ଏହି ବୋଲ୍ଡ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ମାତ୍ରେ ପ୍ରଶଂସକମାନେ ରାଗି ଯାଇଥିଲେ। ପ୍ରକୃତରେ ଭିଡିଓରେ ରଶ୍ମିକା ନୁହନ୍ତି ବରଂ ଜରା ପଟେଲ।ରଶ୍ମିକାଙ୍କ ଏହି ଭିଡିଓ ପରେ ଅମିତାଭ ମଧ୍ୟ ରାଗିଛନ୍ତି। ବିଗ୍ ବି ସୋସିଆଲ ମିଡିଆରେ କ୍ରୋଧ ପ୍ରକାଶ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post