ପରଦାରେ ଆସିବାକୁ ଯାଉଛି ‘କାନ୍ତାରା-ଚାପ୍ଟର ୱାନ୍’ । ଯାହା ପୂର୍ବରୁ ଏହାର ପ୍ରଥମ ଝଲକ ଆଜି ସାମ୍ନାକୁ ଆସିଛି। ନିକଟରେ ଏହି ଫିଲ୍ମ ନାମ ଘୋଷଣା କରାଯାଇଥିବା ବେଳେ ଏହାର ପ୍ରଥମ ଟିଜର ରିଲିଜ ହୋଇଛି। ଏହି ଟିଜରରେ ଅଭିନେତା ତଥା ନିର୍ଦ୍ଦେଶକ ରିଷବ ଶେଟ୍ଟୀଙ୍କୁ ଏକ ଭୟଙ୍କର ଏବଂ ଆକର୍ଷଣୀୟ ରୂପରେ ଦର୍ଶାଯାଇଛି। ଟିଜର ଦେଖିବା ପରେ ଏହା ପ୍ରଥମ ଫିଲ୍ମ ଅପେକ୍ଷା ଅଧିକ ରହସ୍ୟମୟ ଏବଂ ରୋମାଞ୍ଚକ ହେବ ବୋଲି କୁହାଯାଉଛି। ତେବେ ଅଭିନେତା ତଥା ସିନେ ନିର୍ଦ୍ଦେଶକ ଋଷଭ ସେଟ୍ଟୀ ଏକଦମ୍ ଭୟଙ୍କର ଲୁକରେ ଏଥିରେ ନଜର ଆସିଛନ୍ତି । ଟିଜର ଆରମ୍ଭରୁ ରିଷଭ ସେଟ୍ଟୀ ଜଙ୍ଗଲରେ ଦୌଡୁଥିବା ଦେଖିବାକୁ ମିଳିଛି । ଏହାର ବ୍ୟାକଗ୍ରାଉଣ୍ଡ ମ୍ୟୁଜିକ୍ ବି ଖୁବ୍ ଭୟାନକ ରହିଛି। ଯାହାକୁ ଦର୍ଶକ ମାନେ ବେଶ ପସନ୍ଦ କରିଛନ୍ତି।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Next Post