ବିଗବସ ଫେମ ଶେହନାଜ ଗିଲ ତାଙ୍କ କିୟୁଟନେସ ଏବଂ ତାଙ୍କ ନ୍ୟାଚୁରାଲିଟି ପାଇଁ ଦର୍ଶକଙ୍କର ମନରେ ରାଜ କରିନ୍ତି । ନିକଟରେ ସେ ତାଙ୍କ ଫିଲ୍ମ ‘ଥ୍ୟାଙ୍କ୍ ୟୁ ଫର୍ କମିଙ୍ଗ୍’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମରେ ଶେହନାଜଙ୍କ ଅଭିନୟକୁ ବେଶ ପ୍ରଶଂସା କରୁଛନ୍ତି ଦର୍ଶକମାନେ । ହେଲେ ଏଥି ମଧ୍ୟରେ ଶେହନାଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଯାଇଥିଲା ।ଏହି ସଂକ୍ରମଣ ଏତେ ବଢି ଯାଇଥିଲା ଯେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଥିଲା। ଏହି ଖବରଟି ସାମ୍ନାକୁ ଆସିବା ପରେ ତାଙ୍କ ପ୍ରଶଂସକମାନେ ତାଙ୍କ ଆରୋଗ୍ୟ ହେବାର କାମନା କରିଛନ୍ତି । ନିକଟରେ ଶେହନାଜ ଇନଷ୍ଟାଗ୍ରାମ ଲାଇଭରେ ଆସି ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅପଡେଟ୍ ଦେଇଛନ୍ତି। ଲାଇଭ ରେ ଆସି ଶେହନାଜ ବହୁତ ଭାବୁକ ହୋଇ କହିଥିଲେ, ସମସ୍ତଙ୍କର ସମୟ ଆସେ, ସମସ୍ତଙ୍କର ସମୟ ଚାଲିଯାଏ। ମୋ ସହିତ ମଧ୍ୟ ସମାନ ଘଟଣା ଘଟିଛି। ମୁଁ ବର୍ତ୍ତମାନ ଭଲ ଅଛି। ମୋର ସଂକ୍ରମଣ ହୋଇଥିଲା। ଏହି ସେସନରେ ଅଭିନେତା ଅନିଲ କପୁର ମଧ୍ୟ ଯୋଗ ଦେଇଥିଲେ । ଏବଂ ତାଙ୍କର ଆରୋଗ୍ୟ ହେବାର କାମନା ମଧ୍ୟ କରିଥିଲେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post