ପରିମାଣରେ ତଟକା ପନିପରିବାକୁ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ଏହା ନା କେବଳ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣରେ ରଖିବ ବରଂ ଶରୀରକୁ ଆବଶ୍ୟକମାତ୍ରାରେ ପୋଷକ ତତ୍ତ୍ୱ ଯୋଗାଇ ଦେବ ଏବଂ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରି ସୁସ୍ଥ ରଖିବାରେ ସାହାଯ୍ୟ କରିବ।
ଖାଦ୍ୟ ଶରୀର ପାଇଁ ବହୁ ଉପକାରୀ। ଏହା ମଧ୍ୟ ଶରୀରରେ କୋଲେଷ୍ଟରଲ୍ ପରିମାଣକୁ ନିୟନ୍ତ୍ରଣରେ ରଖିଥାଏ। କୋଷ୍ଠକାଠିନ୍ୟ ସମସ୍ୟା ନ ହେବା ଲାଗି ବି ଏହା ଲାଭଦାୟକ। ତେଣୁ ଓଟ୍ସ, ବିନ୍ସ, ବ୍ରୋକୋଲି, ଶକରକନ୍ଦା, ପନିପରିବା ଭଳି ଫାଇବରଯୁକ୍ତ ଖାଦ୍ୟକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ।
ଜାମୁକୋଳି, ଷ୍ଟ୍ରବେରୀ, ସେଓ, ଅଙ୍ଗୁର, କମଳା, ପିଜୁଳି ଭଳି ଫଳ ଖାଆନ୍ତୁ, ଉପକୃତ ହେବେ।
କ’ଣ ଖାଇବେ ନାହିଁ:
ମିଟ୍ ଖାଇବା ଦ୍ୱାରା ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ। ତେଣୁ କୋଲେଷ୍ଟରଲ୍ ସ୍ତର ନିୟନ୍ତ୍ରଣରେ ରଖିବା ଲାଗି ମାଂସ ବିଶେଷ କରି ଛେଳିମାଂସ ବା ମଟନ ଯେତେ କମ୍ ଖାଇବା ବା ଆଦୌ ନ ଖାଇବା ଭଲ। ସେହିପରି ଫ୍ରୋଜେନ୍ ମିଟ୍, ପ୍ରୋସେସ୍ଡ ମିଟ୍ ନ ଖାଇବା ଭଲ।
ସମସ୍ୟା ଥିଲେ ଫ୍ୟାଟ୍ଯୁକ୍ତ ଖାଦ୍ୟ ଯଥା କ୍ଷୀର, ଛେନା ଭଳି ଖାଦ୍ୟ କମ୍ ଖାଇବା ଭଲ।
ତେଲମସଲା, ଫାଷ୍ଟଫୁଡ୍, ମଇଦା, ଛଣାଛଣି ଜାତୀୟ ଖାଦ୍ୟ ଯଥାସମ୍ଭବ କମ୍ ଖାଆନ୍ତୁ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post