ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ସେବନ କଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି ଭଲ ହୁଏ। ନିୟମିତ ଏହାକୁ ପିଇଲେ ଥଣ୍ଡାରୁ ମୁକ୍ତି ମିଳିଥାଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଅଁଳାରସରେ ମହୁ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଇଲେ ହୃଦ୍ରୋଗ ଭଲ ହୁଏ। ଅଁଳାରସ ପିଇଲେ ନପୁଂଷକତା ସମସ୍ୟା ଦୂର ହୁଏ। ଅଁଳାରସ ସହିତ ନିମ୍ବପତ୍ର ଚୂର୍ଣ୍ଣ ମିଶାଇ ସକାଳେ ଓ ସନ୍ଧ୍ୟାରେ ଖାଲି ପେଟରେ ଖାଇଲେ ୩ ରୁ ୪ ମାସରେ କୁଷ୍ଠରୋଗ ଭଲ ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post