ଡାଳିମ୍ବରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଭରି ରହିଛି। ଜାଣନ୍ତୁ ସେ ସମ୍ପର୍କରେ…
ଭିଟାମିନ୍ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ଡାଳିମ୍ବ। ଏଥିରେ ଥିବା ଆଣ୍ଟି-ଅକ୍ସିଡାଣ୍ଟ ଗୁଣ ଶରୀର ପାଇଁ ବେଶ୍ ଉପକାରୀ।
ଏଥିରେ ଏଭଳି ତତ୍ତ୍ୱ ଭରି ରହିଛି, ଯାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବା ଇମ୍ୟୁନିଟି ପାଓ୍ବାରକୁ ବୃଦ୍ଧି କରିବାରେ ସହାୟକ ହୋଇଥାଏ।
ଡାଳିମ୍ବ ଖାଇଲେ ପାଚନ କ୍ରିୟାକୁ ଆହୁରି ସକ୍ରିୟ କରେ।
ପେଟଜନିତ କିଛି ସମସ୍ୟା ରହିଛି କି? ଯଦି ହଁ, ତେବେ ନିୟମିତ ଡାଳିମ୍ବ ଖାଇଲେ ସେଥିରୁ କେତେକାଂଶରେ ଉପଶମ ମିଳିଥାଏ।
ଡାଳିମ୍ବରେ କ୍ୟାନ୍ସର ସହ ଲଢ଼ିବା କ୍ଷମତା ମଧ୍ୟ ରହିଛି ବୋଲି ୟୁନିଭର୍ସିଟି ଅଫ ଓ୍ବାଶିଂଟନର କ୍ୟାନ୍ସର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଏହାକୁ ନିୟମିତ ଖାଇଲେ ଜଣେ କ୍ୟାନ୍ସର ରୋଗୀ ଏହାର ଯନ୍ତ୍ରଣାକୁ କେତେକାଂଶରେ ଉପଶମ ଲାଭ କରିଥାଏ।
ଏଥିରେ ଫଲିକ୍ ଏସିଡ୍ ତତ୍ତ୍ୱ ରହିଛି। ଡାଳିମ୍ବକୁ ଜଣେ ରକ୍ତଚାପ ରୋଗୀ ଦୈନନ୍ଦିନ ଖାଦ୍ୟରେ ସାମିଲ କରିପାରନ୍ତି।
ରକ୍ତ ସଞ୍ଚାଳନକୁ ଆହୁରି ସକ୍ରିୟ କରିଥାଏ ଡାଳିମ୍ବ
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post