ଡାଇବେଟିସ୍ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍କୁ ନିୟନ୍ତ୍ରଣରେ ରଖାଯାଇପାରିବ…
କଲରା ଜୁସ୍: କଲରା ଜୁସ୍ ରକ୍ତରେ ଶର୍କରା ପରିମାଣକୁ ନିୟନ୍ତ୍ରଣରେ ରଖିବାରେ ବେଶ୍ ସାହାଯ୍ୟକରେ। କଲରାରେ ଥିବା ପଲିପେପ୍ଟାଇଡ୍-ପି ବା ପି-ଇନ୍ସୁଲିନ୍ ନାମକ ଏକ ଇନ୍ସୁଲିନ୍ ଜାତୀୟ ଉପାଦାନ ଡାଇବେଟିସ୍ ସମସ୍ୟା କମାଇଥାଏ।
ଅଁଳା ଜୁସ୍: ଅନେକ ଔଷଧୀୟ ଗୁଣରେ ଭରପୂର ଅଁଳା ଡାଇବେଟିସ୍ କମ୍ କରିବାରେ ମଧ୍ୟ ବେଶ୍ ଉପଯୋଗୀ। ଏଥିରେ ଫାଇବର ମାତ୍ରା ଅଧିକ ଥିବାରୁ ହଜମକ୍ରିୟା ଧୀର କରି ରକ୍ତରେ ଶର୍କରା ମାତ୍ରା ଅଧିକ ହେବାକୁ ଦିଏ ନାହିଁ। ଏଥିରେ ଥିବା କ୍ରୋମିଅମ୍ ମିନେରାଲ୍ କାର୍ବୋହାଇଡ୍ରେଟ୍ ମେଟାବୋଲିଜମ୍ ସହ ଇନ୍ସୁଲିନ୍ କ୍ଷରଣ ଠିକ୍ ଭାବରେ କରିବାରେ ସାହାଯ୍ୟକରେ, ଯାହାଦ୍ୱାରା ଡାଇବେଟିସ୍ ନିୟନ୍ତ୍ରଣରେ ରହିଥାଏ।
ପାଳଙ୍ଗ ଜୁସ୍: ପାଳଙ୍ଗରେ ରହିଛି ଭରପୂର ମାତ୍ରାରେ ଫୋଲେଟ୍, ଡାଏଟାରି ଫାଇବର, ଭିଟାମିନ୍- ଏ, ବି, ସି, ଇ, କେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post