ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ ମଧ୍ୟ ସାମିଲ କରନ୍ତୁ। କାରଣ ଶରୀରକୁ ଫିଟ୍ ରଖିବା ପାଇଁ ଯୋଗକୁ ହଁି ବିକଳ୍ପ ଭାବେ ଆପଣେଇବାକୁ ପଡ଼ିବ। ଏହାଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍ ଭାବରେ ହେବା ସହ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଧ୍ୟ ଦୃଢ଼ ହୋଇଥାଏ। ରକ୍ତଚାପ ବା ବ୍ଲଡ୍ପ୍ରେସର ସନ୍ତୁଳିତ ରହିଥାଏ। ଯଦି ଜଣେ ବ୍ୟକ୍ତି ଚାପଗ୍ରସ୍ତ ଅଛନ୍ତି ଏଥିରୁ ସହଜରେ ମଧ୍ୟ ରକ୍ଷା ପାଇପାରିବେ। ପ୍ରତିଦିନ କିଛି ସମୟ ଯୋଗ କରନ୍ତୁ। ଏହାଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ତା’ସହ ଚାପ, ଅବସାଦ ପରି ସମସ୍ୟାରୁ ଅନେକାଂଶରେ ମୁକ୍ତି ମିଳିଥାଏ।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Next Post