ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ, ରକ୍ତରେ ଶର୍କରା ପରିମାଣକୁ ସନ୍ତୁଳିତ ରଖିବାରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଧନିଆ ପତ୍ର ହୃତ୍ପିଣ୍ଡ (ହାର୍ଟ) ପାଇଁ ମଧ୍ୟ ଉପକାରୀ। ଅନ୍ୟପକ୍ଷରେ ଅନ୍ତଃନଳୀ ସମସ୍ୟା, ବାନ୍ତି, କୋଷ୍ଠ କାଠିନ୍ୟରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ଏହା ମାନସିକ ରୋଗରୁ ମଧ୍ୟ ମୁକ୍ତି ଦେଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଅନିଦ୍ରା, ଗଣ୍ଠି ଯନ୍ତ୍ରଣା ଓ ଫୁଲା ସମସ୍ୟାରୁ ଧନିଆ ପତ୍ର ଉପଶମ ଦେଇଥାଏ। ସକାଳୁ ଖାଲିପେଟରେ ଧନିଆରୁ ପ୍ରସ୍ତୁତ ସର୍ବତ ପିଇଲେ ତାହା
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post
Next Post