ନିଜ ଖାଦ୍ୟରେ କିଛି ସ୍ୱତନ୍ତ୍ର ଖାଦ୍ୟ ଜିନିଷ ସାମିଲ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଏହାସହ ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ। ଜାଣନ୍ତୁ..
ଲବଙ୍ଗ – ଏହା ରୋଷେଇ ଘରେ ବ୍ୟବହୃତ ମସଲା ମଧ୍ୟରୁ ଗୋଟିଏ। ଲବଙ୍ଗରେ ଅନେକ ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରକୁ ବିଭିନ୍ନ ରୋରୁ ରକ୍ଷା କରିବା ସହ ରୋଗ ପ୍ରତିରୋଧକ ଶକ୍ତି ମଜଭୂତ କରିଥାଏ।
ଅଦା ଯେକୌଣସି ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଦ୍ୱାରା ଏହା ଖାଦ୍ୟର ସ୍ୱାଦକୁ ଦ୍ୱିଗୁଣିତ କରିଥାଏ। ଆୟୁର୍ବେଦରେ ମଧ୍ୟ ଏହାର ଉପକାରୀ ଗୁଣ ବିଷୟରେ ବର୍ଣ୍ଣନା କରାଯାଇଛି। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ପ୍ରଚୁର ମାତ୍ରାରେ ରହିଛି। ଏହା ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Next Post