ଗାଜର ସାଧାରଣତଃ ସ୍ୱାସ୍ଥ୍ୟ ପାଇଁ ବେଶ୍ ହିତକର ହୋଇଥାଏ । ତେଣୁ ଡାକ୍ତର ମଧ୍ୟ ସକାଳୁ ଗାଜର ଖାଇବାକୁ ପରାମର୍ଶ ଦେଇଥାନ୍ତି । ହେଲେ କଞ୍ଚା ଗାଜର ଖାଇବା ଠାରୁ ଗାଜର ଜୁସ୍ ଅଧିକ ଲାଭଦାୟକ ହୋଇଥାଏ । ଖାସ୍ କରି ଶୀତଦିନେ ଗାଜର ଜୁସ୍ ପିଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ ହୋଇଥାଏ । ଗାଜର ଜୁସ୍ରେ ଅଧିକ ପରିମାଣର ଭିଟାମିନ୍ ରହିଛି, ଯାହା ଦୃଷ୍ଟି ଶକ୍ତି ବଢାଇବାରେ ବେଶ୍ ସହାୟକ ହୋଇଥାଏ ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର