ଶୀତ ଋତୁ ଆରମ୍ଭ ହୋଇଯାଇଛି । ହେଲେ ଯେତେବେଳେ ଶୀତ ଅଧିକ ବଢି ଯିବ ସେତେବେଳେ ଲୋକମାନଙ୍କର ହାତ ଓ ପାଦ ଫୁଲିବା ସହ କଷ୍ଟ ମଧ୍ୟ ହେବାକୁ ଲାଗିବ । ତେବେ ଆପଣମାନେ ଏହାର କାରଣ ଜାଣିଛନ୍ତି କି, ଯେ କଣ ପାଇଁ ହାତ ଓ ପାଦରେ କଷ୍ଟ ହେବାକୁ ଲାଗିଥାଏ । ଶୀତ ଦିନ ଯୋଗୁ ହାତ ଓ ପାଦ ଫୁଲଥିଏ, ଆପଣମାନେ ହଳଦୀର ବ୍ୟବହାର କରି ଏହି କଷ୍ଟରୁ ମୁକ୍ତି ପାଇପାରିବେ । ତେବେ ହଳଦୀରେ ବହୁତ ଔଷଧ ଗୁଣ ରିହିଛି, ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭକାରୀ ହୋଇପାରେ । ତାହେଲେ ଆସନ୍ତୁ ଆମେ ଆଜି ଆପଣଙ୍କୁ ଜଣାଇବୁ ଯେ କିପରି ଭାବେ ଏହାର ବ୍ୟବହାର କରିବେ । ପ୍ରଥମେ ଅଳ୍ପ ଉଷୁମ ପାଣି ନେଇ ଯିବେ ଓ ସେଥିରେ ଦୁଇ ଚାମଚ ହଳଦୀ ମିଶାଇବେ । ଏହାପରେ ସେହି ପାଣିରେ ପାଦ ପୂରାଇ ରଖିବେ । ଏହାସହ ସେହି ପାଣିକୁ ହାତ ଓ ଫୁଲିଥିବା ଅନ୍ୟ ସ୍ଥାନରେ ଲଗାଇବେ । ଏହାପରେ ସେହି ସ୍ଥାନକୁ ଭଲ ଭାବେ ପୋଛି, ସେଥିରେ ତେଲ ମାଲିସ କରିନେବେ । ଶୀତ ଦିନରେ ଶରୀର ଫୁଲିବା ଓ କୁଣ୍ଡାଇ ହେବାରୁ ବଞ୍ଚିବା ପାଇଁ ଆପଣ ନଡିଆ ତେଲ ଓ କର୍ପୁର ବ୍ୟବହାର କରିପାରିବେ । ଏହାସହ ଏହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭକାରୀ ମଧ୍ୟ ହୋଇଥାଏ । ତେବେ ଏହି ଦୁଇଟି ଜିନିଷକୁ ମିଶାଇ ଦିଅନ୍ତୁ ଓ ସେହି ମିଶ୍ରଣକୁ ଫୁଲିଥିବା ସ୍ଥାନରେ ଭଲ ଭାବେ ଲଗାଇ ରାତି ସାରା ଛାଡି ଦିଅନ୍ତୁ । ତାପରେ ଦେଖିବେ ଫୁଲା, କୁଣ୍ଡାଇ ହେବା ଓ କଷ୍ଟରୁ କିପରି ଭାବେ ଆରାମ ପାଇବେ ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Prev Post
Next Post