ଲୋକେ ସକାଳ ଖାଦ୍ୟ ଖାଇ କାମକୁ ବାହାରିଯାଆନ୍ତି । ଦିନର ପ୍ରଥମ ୭ରୁ ୮ ଘଣ୍ଟା ପ୍ରଡକ୍ଟିଭ ହୋଇଥାଏ । ଅଫିସରେ ହେଉ କି ଘରେ ସଂଧ୍ୟା ସମୟରେ ଆମେ ସାଧାରଣତଃ ଜଳଖିଆ ଖାଇଥାଉ ।ଯଦି ସଂଧ୍ୟା ଜଳଖିଆରେ ଆମେ ଗରମ ସିଙ୍ଗଡା ବା କୁରକୁରୀ, ଚାହା ସହ ଖାଇବାକୁ ପସନ୍ଦ କରୁ । ତେବେ ସଂଧ୍ୟା ୪-୬ଟା ସମୟରେ ଯଦି ଜଳଖିଆ ଖାଉଛନ୍ତି ତେବେ ରାତ୍ରୀ ଭୋଜନରେ ଏହା ହଜମ କରିବାରେ ବିଳମ୍ବ ହୋଇଥାଏ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ନୁହେଁ ।ଖବର ମୁତାବକ ଜିନ୍ଦଲ ନେଚରକୌର ଇନଷ୍ଟିଚ୍ୟୁଟର ଡେପୁଟି ଚିଫ ମେଡିକାଲ, ଅଫିସର ଡା. ବିନୋଦ କୁମାରୀ କହିଛନ୍ତି ଯେ, ସଂଧ୍ୟା ୪ରୁ ୬ ମଧ୍ୟରେ ଜଳଖିଆ କରିବା ସ୍ୱାସ୍ଥ୍ୟ ପାଇଁ ସମସ୍ୟା ସୃଷ୍ଟି କରିପାରେ । ଡା. କୁମାରୀ କହିଛନ୍ତି ଯେ, ରାତ୍ରୀ ଭୋଜନ ବି ଶିଶୁଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ । ଯଦି ଆପଣ ସଂଧ୍ୟା ସମୟରେ ସ୍ନାକ୍ସ ଖାଉନାହାନ୍ତି ତେବେ ରାତିର ଖାଦ୍ୟ ଆପଣ ଅଧିକ ଖାଇପାରିବେ । ଲୋକେ ସଂଧ୍ୟା ସମୟରେ ଫ୍ୟାଟ, ମିଠା ଏବଂ କ୍ୟାଲୋରୀଯୁକ୍ତ ଖାଦ୍ୟ ଖାଇଥାଆନ୍ତି ଯାହାଦ୍ୱାରା ଓଜନ ବଢିପାରେ । ଯଦି ଆପଣ ଦି୍ୱପ୍ରହର ସମୟରେ ଖାଦ୍ୟ ଖାଆନ୍ତି ତେବେ ଆପଣଙ୍କୁ ପ୍ରକୃତ ଭୋକ ହୋଇନଥାଏ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post