ଆଜିକାଲି ପ୍ରାୟତଃ ସମସ୍ତେ ଚାଟ୍, ଗୁପ୍ଚୁପ୍ ଭଳି ଚଟପଟା ଖାଦ୍ୟ ଖାଇବାକୁ ଖୁବ ଭଲ ପାଇଥାନ୍ତି । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ହୋଇନଥାଏ ଜାଣିବା ପରେ ମଧ୍ୟ ସମସ୍ତେ ଏହାକୁ ଖାଇଥାନ୍ତି । କିନ୍ତୁ ଏଥିରେ ପଡୁଥିବା ଖଟା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଏହାର କ୍ଷତି ବିଷୟରେ…ଅତ୍ୟଧିକ ଖଟା ଖାଦ୍ୟ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଏହିପରି ଖାଦ୍ୟରେ ଏସିଡିଟି, ପେଟ ଯନ୍ତ୍ରଣା ଏବଂ ବାନ୍ତି ହେବାର ସମସ୍ୟା ଦେଖା ଯାଇଥାଏ । ଏଥିପାଇଁ ସବୁବେଳେ ସନ୍ତୁଳିତ ଖାଦ୍ୟ ଗ୍ରହଣ କରିବାକୁ ଚେଷ୍ଟା କରନ୍ତୁ, ଯାହା ଦ୍ୱାରା ହଜମ ପ୍ରକ୍ରିୟା ଭଲ ରହିଥାଏ ।ଖଟା ଖାଇବା ଦ୍ୱାରା ଏହାର ପ୍ରଭାବ ଦାନ୍ତରେ ଦେଖା ଯାଇଥାଏ । ବାସ୍ତବରେ, ଏହି ପରି ଜିନିଷଗୁଡ଼ିକ ଦାନ୍ତକୁ ଦୁର୍ବଳ କରିଦିଏ । ତେଣୁ ଦାନ୍ତକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଅଧିକ ଖଟା ଖାଦ୍ୟ ଖାଆନ୍ତୁ ନାହିଁ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post