ଆଜିକାଲି ପ୍ରାୟତଃ ସମସ୍ତେ ଚାଟ୍, ଗୁପ୍ଚୁପ୍ ଭଳି ଚଟପଟା ଖାଦ୍ୟ ଖାଇବାକୁ ଖୁବ ଭଲ ପାଇଥାନ୍ତି । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ହୋଇନଥାଏ ଜାଣିବା ପରେ ମଧ୍ୟ ସମସ୍ତେ ଏହାକୁ ଖାଇଥାନ୍ତି । କିନ୍ତୁ ଏଥିରେ ପଡୁଥିବା ଖଟା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଏହାର କ୍ଷତି ବିଷୟରେ…ଅତ୍ୟଧିକ ଖଟା ଖାଦ୍ୟ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଏହିପରି ଖାଦ୍ୟରେ ଏସିଡିଟି, ପେଟ ଯନ୍ତ୍ରଣା ଏବଂ ବାନ୍ତି ହେବାର ସମସ୍ୟା ଦେଖା ଯାଇଥାଏ । ଏଥିପାଇଁ ସବୁବେଳେ ସନ୍ତୁଳିତ ଖାଦ୍ୟ ଗ୍ରହଣ କରିବାକୁ ଚେଷ୍ଟା କରନ୍ତୁ, ଯାହା ଦ୍ୱାରା ହଜମ ପ୍ରକ୍ରିୟା ଭଲ ରହିଥାଏ ।ଖଟା ଖାଇବା ଦ୍ୱାରା ଏହାର ପ୍ରଭାବ ଦାନ୍ତରେ ଦେଖା ଯାଇଥାଏ । ବାସ୍ତବରେ, ଏହି ପରି ଜିନିଷଗୁଡ଼ିକ ଦାନ୍ତକୁ ଦୁର୍ବଳ କରିଦିଏ । ତେଣୁ ଦାନ୍ତକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଅଧିକ ଖଟା ଖାଦ୍ୟ ଖାଆନ୍ତୁ ନାହିଁ ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Next Post