ସୁନ୍ଦରଗଡ଼ : ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ସୁନ୍ଦରଗଡ଼ରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ ହୋଇଥିଲେ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଁଞ୍ଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାର ପଜିଟିଭ ସଂଖ୍ୟା ଏବେ ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢାଇବାରେ ଲାଗିଛି । ତେବେ ସମଗ୍ର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ଉପରେ ପହଁଞ୍ଚିଲାଣି । ରାଜ୍ୟର କେବଳ ସୁନ୍ଦରଗଡ଼ ଜିଲ୍ଲା ନୁହେଁ ବରଂ ବରଗଡ଼ ଜିଲ୍ଲାରେ ମଧ୍ୟ ଏହି ସଂକ୍ରମଣ ବଢୁଛି । ଏହି ରୋଗର ନିରାକରଣ ପାଇଁ ଏହି ଦୁଇଟି ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି ।
Trending
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
Prev Post
Next Post