ଦେଶରେ ପୁଣି ୨ ଜଣ ଶିଶୁ ଏଚ୍ଏମ୍ପିଭି (ହ୍ୟୁମାନ ମେଟାନ୍ୟୁମୋଭାଇରସ୍)ରେ ଆକ୍ରାନ୍ତ ହୋଇଛନ୍ତି। ନାଗପୁରରେ ୨ ଜଣ ଶିଶୁ ଏଚଏମପିଭି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ହୋଇଥିବା ୨ ଶିଶୁଙ୍କ ବୟସ ୭ ଏବଂ ୧୪। ଏଥିସହ ଦେଶରେ ମୋଟ୍ ଏଚଏମପିଭି ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଗତକାଲି କର୍ଣ୍ଣାଟକର ବେଙ୍ଗାଲୁରୁରେ ୨, ତାମିଲନାଡ଼ୁର ଚେନ୍ନାଇରେ ୨ ଏବଂ ଗୁଜରାଟର ଅହମଦାବାଦରେ ଜଣେ ଶିଶୁ ଏଚ୍ଏମ୍ପିଭି ପଜିଟିଭ୍ ଚିହ୍ନଟ ହୋଇଥିଲେ।
Trending
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
Prev Post
Next Post