ରାଜ୍ୟରେ ବଢ଼ିବାରେ ଲାଗିଛି AIDS ରୋଗୀଙ୍କ ସଂଖ୍ୟା । ପ୍ରତିବର୍ଷ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, ଯୁବପିଢି଼ ଏବେ ଏହାର କବଳରେ । ଏବେ ଖୋଲାମେଲାରେ AIDS ରୋଗୀମାନେ ବୁଲୁଥିବାରୁ, ଏହି ରୋଗ କାହାକୁ କେତେବେଳେ ବ୍ୟାପିବ, ତାର ଠିକଣା ନାହିଁ ।ରାଜ୍ୟରେ ପୁରୁଷଙ୍କ ସହ ପୁରୁଷଙ୍କର ଆପ୍ରାକୃତିକ ଯୌନ ସମ୍ପର୍କ ଯୋଗୁ ଏଚଆଇଭି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ରିପୋର୍ଟ ଆସିଛି । ତେବେ ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା, ଏହି ସଂକ୍ରମିତଙ୍କ ଭିତରେ ସବୁଠୁ ଅଧିକ ଅଛନ୍ତି ଯୁବଗୋଷ୍ଠୀ । ରାଜ୍ୟ ସରକାର ୨୦୩୦ ସୁଦ୍ଧା ଓଡ଼ିଶାକୁ AIDS ମୁକ୍ତ କରିବାକୁ ଚାହୁଥିଲେ ବି, ଏହି ସଂଖ୍ୟା କିନ୍ତୁ କମିବାର ନା ଧରୁନି । ଯୁବଗୋଷ୍ଠୀ କୌଣସି ନା କୌଣସି ବାଟରେ AIDS କବଳରେ ଛନ୍ଦି ହେଉଥିବାବେଳେ, ସମଲିଙ୍ଗୀ ସମ୍ପର୍କ ଏହାର ଗୋଟିଏ ମୁଖ୍ୟ କାରଣ ବୋଲି ଜଣାପଡ଼ିଛି ।
Trending
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
- ଆଜି ରାଜ୍ୟବ୍ୟାପୀ ଓକିଲଙ୍କ କଲମଛାଡ଼ ଆନ୍ଦୋଳନ
- କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା
- ବିଳାସପୁରରେ ଭୂସ୍ଖଳନ ଯୋଗୁଁ ୧୮ ମୃତ , ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
- କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର
- ୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ
- ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
Next Post