ଭୁବନେଶ୍ୱର : ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ଶେଷ ତାରିଖ ଅଗଷ୍ଟ ୭ ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ କରାଗଲା ।ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା ୨୦୨୩-୨୦୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଯୋଜନାରେ ଇଚ୍ଛୁକ ସାମ୍ବାଦିକ ଯେକୌଣସି ସ୍ୱୀକୃତିପ୍ରପ୍ତ ମୁଦ୍ରିତ କିମ୍ବା ବୈଦୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ନିହାତି ଜରୁରୀ । ଏନେଇ ରାଜ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଥିଲା । http://owjws.odisha.gov.in ସାହାର୍ଯ୍ୟରେ ନିଜ ନାମକୁ ପଞ୍ଜିକରଣ କରିବା ସହ ଅନଲାଇନରେ ସ୍ୱାସ୍ଥ୍ୟବୀମା ନିମନ୍ତେ ଆବେଦନ ପତ୍ର ଦାଖଲ କରିବାକୁ ପଡ଼ିବ ବୋଲି କୁହାଯାଇଛି । ବର୍ତ୍ତମାନ ଏହାର ଧାର୍ଯ୍ୟ ତାରିଖ ଅଗଷ୍ଟ ୧୫କୁ ବୃଦ୍ଧି କରାଯାଇଛି ।
Trending
- ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
Prev Post
Next Post