ଭୁବନେଶ୍ୱର : ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧିର ଶେଷ ତାରିଖ ଅଗଷ୍ଟ ୭ ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ କରାଗଲା ।ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା ୨୦୨୩-୨୦୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଯୋଜନାରେ ଇଚ୍ଛୁକ ସାମ୍ବାଦିକ ଯେକୌଣସି ସ୍ୱୀକୃତିପ୍ରପ୍ତ ମୁଦ୍ରିତ କିମ୍ବା ବୈଦୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ନିହାତି ଜରୁରୀ । ଏନେଇ ରାଜ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଥିଲା । http://owjws.odisha.gov.in ସାହାର୍ଯ୍ୟରେ ନିଜ ନାମକୁ ପଞ୍ଜିକରଣ କରିବା ସହ ଅନଲାଇନରେ ସ୍ୱାସ୍ଥ୍ୟବୀମା ନିମନ୍ତେ ଆବେଦନ ପତ୍ର ଦାଖଲ କରିବାକୁ ପଡ଼ିବ ବୋଲି କୁହାଯାଇଛି । ବର୍ତ୍ତମାନ ଏହାର ଧାର୍ଯ୍ୟ ତାରିଖ ଅଗଷ୍ଟ ୧୫କୁ ବୃଦ୍ଧି କରାଯାଇଛି ।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Prev Post
Next Post