ନୂଆଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିଥିବା ସୂଚନା । ଘଟଣା ସ୍ଥଳରେ ଦମକଳ ବାହିନୀର ୮ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଦ୍ୱିତୀୟ ମହଲାରେ ଥିବା ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିବା ପରେ ସେଠାରେ ଥିବା ରୋଗୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିଲା । କ୍ଷୟକ୍ଷତିର ସୂଚନା ନଥିବା କହିଛନ୍ତି ଏମ୍ସ କର୍ତ୍ତୃପକ୍ଷ ।
#UPDATE | Delhi: No casualties have been reported and the fire is under control: AIIMS officials
— ANI (@ANI) August 7, 2023
#WATCH | Delhi: Rescue operation underway in AIIMS after a fire broke out in the endoscopy room. 8 fire tenders at the spot pic.twitter.com/HdTQbpuU7f
— ANI (@ANI) August 7, 2023
VIDEO | Fire breaks out in a building of AIIMS, Delhi. More details are awaited. pic.twitter.com/sYWspfzZEN
— Press Trust of India (@PTI_News) August 7, 2023